Odisha news

ଓଡ଼ିଶାରେ ପୁଣି ୮୬୪ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହେଲେ

0

ଭୁବନେଶ୍ଵର : ରାଜ୍ୟରେ ରବିବାର ଆଉ ୮୬୪  ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏହାସହିତ ରାଜ୍ୟରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୧୬୭୯୨କୁ ବୃଦ୍ଧି ପାଇଛି। ଆଜି ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪୩୨ ଜଣ ଆରୋଗ୍ୟ ଲାଭ କରି ଘରକୁ ଫେରିଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

Leave A Reply