Odisha news

ବ୍ଲକଛକ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ଶୁଭଖୁଣ୍ଟି ସ୍ଥାପନ 

0
ବୁଗୁଡା : ତା ୧୯/୦୯/୨୪ : ଆଗାମୀ ଗଜଲକ୍ଷ୍ମୀ ପୂଜା ଉପଲକ୍ଷେ ସ୍ଥାନୀୟ ବ୍ଲକ ଛକ ଗଜଲକ୍ଷ୍ମୀ ପୂଜା କମିଟି ପକ୍ଷରୁ ଶୁଭଖୁଣ୍ଟି ସ୍ଥାପନ କାର୍ଯ୍ଯକ୍ରମ ଅନୁଷ୍ଠିତ ହୋଇଯାଇଛି । ଉକ୍ତ କାର୍ଯ୍ୟକ୍ରମରେ ପୁରୋହିତ ଭାବେ ଚିତ୍ତରଞ୍ଜନ ଦାଶ ଓ ଷଷ୍ଠୀ ପ୍ରସାଦ ହୋତା ଯୋଗ ଦେଇ ଯଥା ରୀତିନୀତି ପ୍ରକାରେ ପୂଜାପାଠ ସମ୍ପାଦନ କରିଥିଲା ବେଳେ ପ୍ରଫୁଲ୍ଲ ଡାକୁଆ କର୍ତ୍ତା ଦାୟିତ୍ବ ନିର୍ବାହ କରିଥିଲେ । ଏହି କାର୍ଯ୍ୟକ୍ରମ ପରିଚାଳନାରେ ପୂଜା କମିଟିର ସଦସ୍ୟବୃନ୍ଦ ସହଯୋଗ କରିଥିଲେ।
Har Ghar Tiranga

Leave A Reply