ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହେଲେ
ଭୁବନେଶ୍ୱର: ସୁସ୍ଥ ହେଲେ ଆଉ ୧୧୪। ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି।ଆରୋଗ୍ୟଙ୍କ ମଧ୍ୟରେ ସୁନ୍ଦରଗଡ଼ରୁ ୩୦, ଖୋର୍ଦ୍ଧାରୁ ୨୩, ଗଞ୍ଜାମରୁ ୧୭, କଟକରୁ ୧୧ ଓ ମୟୂରଭଞ୍ଜରୁ ୧୦ ଜଣ ସୁସ୍ଥ ହୋଇଛନ୍ତି।…
Read More...
Read More...